www.samajalive.in
Monday, December 8, 2025
14.1 C
Bhubaneswar

ସ୍ୱାମୀର ପ୍ରେମିକାକୁ ହାଣି ପୋଡ଼ି ମାରିଲା ସ୍ତ୍ରୀ

ଉଦଳା: ସ୍ୱାମୀର ପ୍ରେମିକାକୁ ହାଣି ପୋଡ଼ି ମାରିଲା ସ୍ତ୍ରୀ। ସ୍ୱାମୀକୁ ନେଇଯିବାକୁ ଚେଷ୍ଟା କରିବାରୁ ପ୍ରେମିକାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ୱାମୀର ପ୍ରେମିକାକୁ ୨ ସହଯୋଗୀଙ୍କ ସହ  ସ୍ତ୍ରୀ ଜଙ୍ଗଲରେ ପୋଡ଼ି ଦେଇଥିଲା। ମୁଖ୍ୟ ଅଭିଯୁକ୍ତ ସ୍ତ୍ରୀ ସାବିତ୍ରୀ ସାଏଙ୍କ ସହ ୩ ଜଣଙ୍କୁ ପୁଲିସ ଗିରଫ କରିଛି। ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ କଟୁରୀକୁ ପୁଲିସ ଜବତ କରିଛି।

ଗତ ୪ ତାରିଖରେ ବିଦ୍ୟାଧରପୁର ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଥିଲା। ତଦନ୍ତ ସମୟରେ ବିଦ୍ୟାଧରପୁର ଜଙ୍ଗଲରୁ ମିଳିଥିବା ମୃତଦେହ ମାଦେ ସିଂଙ୍କ ବୋଲି ଜଣାପଡ଼ିଥିଲା। ସାଇଣ୍ଟିଫିକ ଟିମ ସହାୟତାରେ ପୁଲିସ ତଦନ୍ତ ସମୟରେ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣାରେ ଭିନ୍ନମୋଡ଼ ନେଇଥିଲା। ସ୍ୱାମୀକୁ ନେଇଯିବାକୁ ଚେଷ୍ଟା କରିବାରୁ ସ୍ତ୍ରୀ ପ୍ରେମିକାକୁ ହତ୍ୟା କରିଥିବା ପୁଲିସ ଜାଣିବାକୁ ପାଇଥିଲା। ସ୍ୱାମୀର ପ୍ରେମିକାକୁ ୨ ସହଯୋଗୀଙ୍କ ସହ ଜଙ୍ଗଲରେ ପୋଡ଼ି ଦେଇଥିଲା । ତଦନ୍ତ ପରେ ଏହି ମାମଲାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ସ୍ତ୍ରୀ ସାବିତ୍ରୀ ସାଏଙ୍କ ସହ ୩ ଜଣଙ୍କୁ ଗିରଫ କରିଛି। ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ କଟୁରୀକୁ ପୁଲିସ ଜବତ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories