www.samajalive.in
Friday, December 12, 2025
17.1 C
Bhubaneswar

ରାଜଧାନୀରେ ମହିଳାଙ୍କ ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ବେକରେ ଓଢ଼ଣୀ ଲଗାଇ ମହିଳା ଜଣକ ନିଜେ ରହୁଥିବା ଘରେ ଆତ୍ମହତ୍ୟା କରିଛନ୍ତି। ଘଟଣାଟି ଘଟିଛି ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଉତ୍କଳବାଟିକା ଆପାର୍ଟମେଣ୍ଟରେ।

ସୂଚନା ଅନୁସାରେ, ମହିଳାଙ୍କ ନାମ ହେଉଛି ସାହିନା ଖାତୁନ ଓ ବୟସ ୨୮ ବର୍ଷ। ବିବାହ ବିଚ୍ଛେଦ ପରେ ସେ ଅବସାଦରେ ରହୁଥିଲେ। ଏହି କାରଣରୁ ସେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ପୁଲିସ ସନ୍ଦେହ କରୁଛି।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories