www.samajalive.in
Monday, December 8, 2025
13.1 C
Bhubaneswar

ବିରି ବାଟୁଥିବା ବେଳେ- ବିଦ୍ୟୁତ ଆଘାତରେ ମହିଳା ମୃତ

କେଶଦୁରାପାଳ- ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କର ମୃତ୍ୟୁ । ଶ ଘସି ପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ଗ୍ରାମର ପ୍ରଦୀପ ଜେନା ଙ୍କ ପତ୍ନୀ ସନ୍ଧ୍ୟାରାଣୀ ଜେନା ସନ୍ଧ୍ୟା ବିରି ମେସିନ୍ ରେ ବିରି ପୋଷାଉ ଥିବା ବେଳେ ସର୍ଟସାରକିଟ ଯୋଗୁ ବିଦ୍ୟୁତ ଆଘାତରେ ଗୁରୁତର ହୋଇଥିଲେ ।

ପରିବାର ଲୋକେ ସଙ୍ଗେ ସଙ୍ଗେ ସନ୍ଧ୍ୟାରାଣୀ କୁ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ କୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories