www.samajalive.in
Saturday, December 6, 2025
14.1 C
Bhubaneswar

ଯୋବ୍ରା ବ୍ୟାରେଜ୍‌ରୁ ମହାନଦୀକୁ ଡେଇଁଲେ ମହିଳା, ଏସସିବିରେ ମୃତ ଘୋଷଣା କଲେ ଡାକ୍ତର

କଟକ: କଟକସ୍ଥିତ ଯୋବ୍ରା ବ୍ୟାରେଜ୍‌ରୁ ଜଣେ ମହିଳା ମହାନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାଁ କାମିନୀ ସ୍ଵାଇଁ ଏବଂ ସେ କଟକ ଅରିଲୋ ଅଞ୍ଚଳର ବୋଲି ଜଣାପଡ଼ିଛି। ରବିବାର ଅପରାହ୍ନ ସମୟରେ କାମିନୀ ଯୋବ୍ରା ବ୍ୟାରେଜକୁ ଆସି ବ୍ରିଜ୍ ଉପରେ ନିଜ ବ୍ୟାଗ୍‌, ମୋବାଇଲ ଫୋନ୍‌, ଚପଲ ଆଦି ରଖି ମହାନଦୀକୁ ଡେଇଁ ପଡ଼ିଥିଲେ। ସେହି ସମୟରେ ନଦୀରେ ମାଛ ଧରୁଥିବା ମତ୍ସ୍ୟଜୀବୀମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories