www.samajalive.in
Saturday, December 6, 2025
16.1 C
Bhubaneswar

ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁଲେ ମହିଳା

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ବରୁହାଁ ନିକଟରେ ଖରସ୍ରୋତା ନଦୀକୁ ଜଣେ ମହିଳା ଡେଇଁପଡ଼ିଛନ୍ତି। ମହିଳା ଜଣକ ସ୍ଥାନୀୟ ମଧୁବନ ଅନ୍ତର୍ଗତ କୃଷ୍ଣପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ତେବେ ତାଙ୍କ ପରିଚୟ ଜଣାପଡ଼ିନାହିଁ। ସେ ପୋଲ ଉପରେ ଚପଲ, ସ୍କୁଟି ଏବଂ ମୋବାଇଲ ଫୋନ ରଖି ନଦୀକୁ ଡେଇଁପଡ଼ିଛନ୍ତି। ମହିଳା ଜଣକ କାହିଁକି ଏଭଳି ପଦକ୍ଷେପ ନେଲେ ତାହାର କାରଣ ଜଣାପଡ଼ିନାହିଁ। ପୁଲିସ ପହଞ୍ଚି ଅନୁସନ୍ଧାନ ଚଳାଇଥିବାବେଳେ ଉଦ୍ଧାର କାର୍ଯ୍ୟ ପାଇଁ ଉଦ୍ୟମ ଆରମ୍ଭ ହୋଇଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories