www.samajalive.in
Saturday, December 13, 2025
26.1 C
Bhubaneswar

ମୋ ବସ ଧକ୍କାରେ ମହିଳା ମୃତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ମୋ ବସ ଧକ୍କା ହୋଇଥିବା ସୂଚନା ମିଳିଛି। ମୋ ବସ ଚକା ତଳେ ଜଣେ ମହିଳାଙ୍କ ଜୀବନ ଚାଲି ଯାଇଛି। ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ ତଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟାଇବା ପରେ ମହିଳାଙ୍କୁ ୧୦୦ ମିଟର ପର୍ଯ୍ୟନ୍ତ ମୋ ବସ ଘୋଷାଡ଼ି ନେଇଥିଲା। ଫଳରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଅଞ୍ଚଳରେ ଉତେଜନା ଲାଗି ରହିଛି। ସ୍ଥାନୀୟ ଲୋକେ ମୋ ବସକୁ ଭଙ୍ଗାରୁଜା କରିଥିବା ଖବର ମିଳିଥିବାବେଳେ ପୁଲିସ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ଏହି ଦୁର୍ଘଟଣାରେ ୩ଜଣ ଆହତ ହୋଇଥିବା ଜଣାପଡ଼ିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories