www.samajalive.in
Wednesday, December 10, 2025
18.1 C
Bhubaneswar

ଜଙ୍ଗଲରେ ମହିଳାଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ଭଞ୍ଜନଗର: ଜଙ୍ଗଲରୁ ଖଲି ପତ୍ର ତୋଳୁଥିବାବେଳେ ମହିଳାଙ୍କୁ ଗୁଳିମାଡ ହୋଇଛି। ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ବୋଡିଗୋମା ଜଙ୍ଗଲରେ ଏହି ଘଟଣା ଘଟିଛି। ଗୁଳିମାଡରେ ଆହତ ହୋଇଥିବା ମହିଳା ଜଣକ ସ୍ବପ୍ନା ସାହୁ ବୋଲି ଜଣାପଡିଛି। ଶନିବାର ସନ୍ଧ୍ୟା ସମୟରେ ମାଆ ଝିଅ ଦୁହେଁ ମିଶି ଖଲି ପତ୍ର ତୋଳି ବିଡା କରିବାବେଳେ ଗୁଳିମାଡ ହୋଇଥିଲା। ଗୁଳିମାଡର କାରଣ ଜଣାପଡିନଥିବାବେଳେ ଜନ୍ତୁ ଶିକାର ଯୋଗୁଁ ଏହି ଗୁଳିମାଡ ହୋଇଥିବା ସନ୍ଦେହ କରାଯାଉଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories