www.samajalive.in
Monday, December 15, 2025
27.1 C
Bhubaneswar

ଦିଅଁ ଦର୍ଶନ କରିବାକୁ ଆସି ଗୁମ୍ଫାରେ ଫଶିଲେ ମହିଳା, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ସମ୍ବଲପୁର: ଦିଅଁ ଦର୍ଶନ କରିବାକୁ ଆସି ପଥର ଗୁମ୍ଫା ଭିତରେ ଫଶିଗଲେ ମହିଳା। ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଭଣ୍ଡାରୀମାଲ ପାହାଡ଼ ଗୁମ୍ଫାରେ ବୁଧବାର ଜଣେ ମହିଳା ଫଶିଯାଇଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଳାଇଥିଲେ। ଅନେକ ସମୟ ଧରି ଚେଷ୍ଟା ପରେ ମହିଳା ଜଣକ ଉଦ୍ଧାର ହୋଇଥିଲେ।

ସୂଚନା ଅନୁସାରେ, ମହିଳା ଜଣକ ପୂର୍ଣ୍ଣିମାରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଭଣ୍ଡାରୀମାଳ ପାହାଡ଼ରେ ଥିବା ମନ୍ଦିରକୁ ଯାଉଥିଲେ। ସଂକୀର୍ଣ୍ଣ ଗୁମ୍ଫା ଭିତର ଦେଇ ଯିବା ସମୟରେ ସେ ଅଟକି ଯାଇଥିଲେ। ଆଗକୁ କିମ୍ବା ପଛକୁ ଯାଇପାରି ନ ଥିଲେ। ଏହା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories