www.samajalive.in
Saturday, December 6, 2025
14.1 C
Bhubaneswar

ଜଙ୍ଗଲରୁ ମୁମୂର୍ଷୁ ଅବସ୍ଥାରେ ଯୁବତୀ ଉଦ୍ଧାର

ଖୁଣ୍ଟା : ଖୁଣ୍ଟା ଥାନା ଅଙ୍ଗାର କୁଣ୍ଡିଆ ଜଙ୍ଗଲରୁ ଜଣେ ଯୁବତୀଙ୍କୁ ପୁଲିସ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରିଛି। ପୁଲିସ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଡୁକୁରା ହସ୍ପିଟାଲରେ ଭର୍ତ୍ତି କରିଛି।

ସୂଚନାଯୋଗ୍ୟ ଯେ, ଯୁବତୀ ଡୁକୁରାରେ ଯାତ୍ରା ଦେଖି ଜଣେ ଯୁବକଙ୍କ ସହ ଫେରୁଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। କିଛି ଯୁବକ ଯୁବତୀଙ୍କୁ ମାଡ ମାରି ତାଙ୍କୁ ରାସ୍ତାରୁ ଉଠାଇ ନେଇଥିଲେ। ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଥିବା ପୁଲିସ ସନ୍ଦେହ କରୁଛି। ଯୁବତୀଙ୍କୁ ନେଇ ଆସୁଥିବା ଯୁବକଙ୍କୁ ପୁଲିସ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories