www.samajalive.in
Saturday, December 6, 2025
23.1 C
Bhubaneswar

ରେଳ ଲାଇନ କଡରୁ ମହିଳାଙ୍କ ମୃତଦେହ ଠାବ

ଖୋର୍ଦ୍ଧା : ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ କଡରୁ ଜଣେ ମହିଳାଙ୍କର ମୃତଦେହ ଠାବ କରାଯାଇଛି। ମୃତ ମହିଳାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ରହିଥିବାର ଜଣାପଡିଛି। ତେବେ ମହିଳାଙ୍କ ମୃତ୍ୟୁ କିପରି ହୋଇଛି ତାହା ସ୍ପଷ୍ଟ ହୋଇ ନାହିଁ। ଏହାସହ ମୃତ ମହିଳାଙ୍କର ପରିଚୟ ମଧ୍ୟ ମିଳିପାରି ନାହିଁ।

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories