www.samajalive.in
Saturday, December 6, 2025
14.1 C
Bhubaneswar

ବିନ୍ଦୁସାଗରରେ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ କ୍ୟାପିଟାଲ ହସ୍ପିଟାଲକୁ ମୃତଦେହ ନିଆଯାଇଛି। ମହିଳା ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା କେହି ତାଙ୍କୁ ହତ୍ୟା କରି ଏଠାରେ ଫିଙ୍ଗିଛି ସେନେଇ ତଦନ୍ତ କରୁଛି ଲିଙ୍ଗରାଜ ଥାନା ପୁଲିସ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories