www.samajalive.in
Sunday, December 7, 2025
26.1 C
Bhubaneswar

ନିଲମ୍ବିତ ଆଇଆଇସିଙ୍କୁ ଗିରଫ ଦାବିରେ ସିପି ଅଫିସ ଆଗରେ ଧାରଣା

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କ ସହ ଘଟିଥିବା ନିର୍ଯାତନା ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଇଛି। ସଂପୃକ୍ତ ଆଇଆଇସିଙ୍କୁ ଗିରଫ କରିବା ଦାବିରେ ସିପି ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି କିଛି ସମାଜସେବୀ। ଘଟଣାରେ ସଂପୃକ୍ତ ସମସ୍ତ ପୁଲିସ କର୍ମଚାରୀଙ୍କୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି। ପୁଲିସ ଥାନା ଭିତରେ ଯଦି ଏଭଳି ଘଟଣା ଘଟେ ତେବେ ସାଧାରଣ ଲୋକାମାନେ କୁଆଡେ ଯିବେ। ଏଭଳି ଅଯୋଗ୍ୟ ଅଫିସରଙ୍କୁ କାହିଁକି ମଡେଲ ଥାନାର ଦାୟିତ୍ୱ ଦିଆଯାଇଥିଲା ବୋଲି ସମାଜସେବୀ ମାନେ ପ୍ରଶ୍ନ କରିଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories