www.samajalive.in
Friday, December 5, 2025
20.1 C
Bhubaneswar

ଦିବ୍ୟା ଦେଶମୁଖ ବିଶ୍ଵ ଚେସ୍‌ ଚମ୍ପିଆନ

ସମାଜ ଡିଜିଟାଲ ଡେସ୍କ: ବିଶ୍ଵ ଚେସ୍‌ ଚମ୍ପିଆନ ହୋଇଛନ୍ତି ଦିବ୍ୟା ଦେଶମୁଖ। ମହିଳା ଚେସ୍‌ ବିଶ୍ଵକପ୍‌ ୨୦୨୫ ଟାଇଟଲ ହାତେଇଛନ୍ତି ଦିବ୍ୟା।

ଫାଇନାଲ ଲଢେଇରେ ଭାରତୀୟ ଚେସ୍ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପିଙ୍କୁ ପରାସ୍ତ କରି ଟାଇଟଲ ନିଜ ନାଁରେ କରିଛନ୍ତି। ସେ FIDE ମହିଳା ଚେସ୍‌ ବିଶ୍ଵକପ୍ ଜିତିଥିବା ପ୍ରଥମ ଭାରତୀୟ ମହିଳା ପାଲଟିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories