www.samajalive.in
Saturday, December 13, 2025
26.1 C
Bhubaneswar

ଭାରତ-ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ୍‍ : ଆଜି ୩ୟ ଟି-୨୦

ସୁରଟ : ଭାରତ ଓ  ଦକ୍ଷିଣ ଆଫ୍ରିକା  ମହିଳା କ୍ରିକେଟ୍‍ ଦଳ ମଧ୍ୟରେ ସୁରଟର ଲାଲ୍‍ଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ଆଜି ତୃତୀୟ ଟି-ଟ୍ୱେଣ୍ଟି-୨୦ ମ୍ୟାଚ ଅନୁଷ୍ଠିତ ହେବ। ଭାରତୀୟ ସମୟ ରାତି ୭ଟାରେ ମ୍ୟାଚ ଆରମ୍ଭ ହେବ।

ପାଞ୍ଚ ମ୍ୟାଚ ବିଶିଷ୍ଟ ଏହି ଟ୍ୱେଣ୍ଟି-୨୦ସିରିଜ୍‍ର ପ୍ରଥମ ମ୍ୟାଚରେ ଭାରତ ୧୧ ରନରେ ବିଜୟ ଲାଭ କରି ୧-୦ରେ ଅଗ୍ରଣୀ ରହିଛି। ଅନ୍ୟପକ୍ଷରେ ଦ୍ୱିତୀୟ ମ୍ୟାଚ୍‍ଟି ବର୍ଷା ଯୋଗୁଁ  ବାତିଲ ହୋଇ ଯାଇଥିଲା।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories