www.samajalive.in
Tuesday, December 9, 2025
15.1 C
Bhubaneswar

ବୀମାସ୍ୱାସ୍ଥ୍ୟ ଅଧିକାରୀମାନଙ୍କଏକ ଦିବସୀୟ ତାଲିମ କର୍ମଶାଳା ରାଜ୍ୟ ଶ୍ରମ ସଂସ୍ଥାନରେ ଉଦଘାଟିତ

ଭୁବନେଶ୍ୱର:  ଶ୍ରମ ବିଭାଗ ଦ୍ୱାରା କ୍ରମାଗତ ଭାବେ ଆୟୋଜିତ ହେଉଥିବା ତାଲିମ କାର୍ଯ୍ୟକ୍ରମରେ ରାଜ୍ୟରେ ଅବସ୍ଥାପିତ କର୍ମଚାରୀ ରାଜ୍ୟ ବୀମା ଯୋଜନା ଡାକ୍ତରଖାନାର ବୀମାସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ନିମନ୍ତେ ଏକ ଦିନିକିଆ ତାଲିମ କର୍ମଶାଳା ରାଜ୍ୟ ଶ୍ରମ ସଂସ୍ଥାନରେ ଉଦଘାଟିତ ହୋଇଯାଇଛି।

ସଂସ୍ଥାନ ଉପାଧ୍ୟକ୍ଷ ଏବଂଶ୍ରମ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀଆର. ଏସ୍ ଗୋପାଳନ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତାଲିମ କର୍ମଶାଳାକୁ ଉଦଘାଟନ କରିଥିଲୋ ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦ୍ଦେଶକ, କର୍ମଚାରୀ ରାଜ୍ୟ ବୀମା ଯୋଜନା, ଓଡ଼ିଶା ଅଶୋକ କୁମାର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ସଂସ୍ଥାନ ନିର୍ଦ୍ଦେଶକ ତଥା ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀନୀତି ରଂଜନ ସେନ୍ କର୍ମଶାଳାକୁ ସଂଚାଳନ କରିଥିଲୋ ଯୁଗ୍ମ ନିର୍ଦ୍ଦେଶକ ଡାକ୍ତର ଜଗତ ଜୀବନ ପତି ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କର୍ମଶାଳାରେ ସମୁଦାୟ ୩୬ ଜଣ ବୀମାସ୍ୱାସ୍ଥ୍ୟ ଅଧିକାରୀ ଯୋଗଦାନ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories