www.samajalive.in
Saturday, December 6, 2025
26.1 C
Bhubaneswar

ବିଶ୍ୱ ବାଇସାଇକେଲ ଦିବସ ପାଳିତ

ଫୁଲବାଣୀ : ଫୁଲବାଣୀ ସହରର ସ୍ଥାନୀୟ ମାଦିକୁନ୍ଦ। ଛକ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ବିଶ୍ୱ ବାଇ ସାଇକେଲ ଦିବସ ପାଳିତ ହୋଇ ଯାଇ ଅଛି । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଡେପୁଟି ଜ଼ିଲ୍ଲାପାଳ ବୁନା ପ୍ରଧାନ ଯୋଗ ଦେଇ ଥିବା ବେଳେ ସନମାନୀତ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଶାରୀରିକ ପ୍ରଶିକ୍ଷଣ ଅଧିକାରୀ କୈଳାଶ ଚନ୍ଦ୍ର ପ୍ରଧାନ, ଶିକ୍ଷକ ରାଜ କିଶୋର ସ୍ୱାଇଂ, ରାକେଶ ବିଶ୍ୱାଳ, ପ୍ରଦୀପ କୁମାର ସାହୁ, ପ୍ରଶାନ୍ତ କୁମାର ଦାଶ, ଲଷ୍ମୀପ୍ରିୟା ରଥ ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଫୁଲବାଣୀ ବ୍ଲକର ପ୍ରତ୍ୟେକ ହାଇସ୍କୁଲର ଛାତ୍ରଛାତ୍ରୀ, ନେହରୁ ଯୁବ କେନ୍ଦ୍ରର ସ୍ୱେଚ୍ଛା ସେବୀ ଏବଂ ଯୁବକ ସଙ୍ଘର ଭାଇ ଓ ଭଉଣୀମାନେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।
ମୁଖ୍ୟ ଅତିଥି ପତକା ଦେଖାଇ ସାଇକେଲ ରାଲିର ଶୁଭ ଉଦଘାଟନ କରିଥିଲେ । ରାଲି ମାଡିକୁନ୍ଦା ଛକରୁ ବାହାରି ସହର ପରି ଭ୍ରମଣ କରି ପୁଲିସ ପଡିଆରେ ସମାସ୍ତ କରିଥିଲେ ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories