www.samajalive.in
Monday, December 8, 2025
13.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମ ପ୍ରତିନିଧି ଦଳ

ଭୁବନେଶ୍ଵର: ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମର ଭାରତ ନିର୍ଦେଶକ ଏଲିଜାବେଥ୍‌ ଫୌରଙ୍କ ନେତୃତ୍ଵରେ ଏକ ପ୍ରତିନିଧି ଦଳ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଲୋକସେବା ଭବନରେ ଏହି ସୌଜନ୍ୟ ସାକ୍ଷାତ କାର୍ଯ୍ୟକ୍ରମ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଖାଦ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ବିଶଦ ଅବଗତ ହୋଇଥିଲେ। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଗରିବଙ୍କ କଲ୍ୟାଣ ପାଇଁ ଅନ୍ନ ଯୋଜନାର ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳଙ୍କୁ ରୂପରେଖ ପ୍ରଦାନ କରିଥିଲେ। ଭବିଷ୍ୟତରେ ଏହି କାର୍ଯ୍ୟକ୍ରମ ଅନୁଯାୟୀ ଓଡ଼ିଶା କିଭଳି ଉପକୃତ ହେବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories