www.samajalive.in
Monday, December 8, 2025
13.1 C
Bhubaneswar

ବିଶ୍ବ କିଡନୀ ଦିବସ ଅବସରରେ ମିନି ମରାଥନ୍

ଭୁବନେଶ୍ବର: ଆଜି ବିଶ୍ବ କିଡନୀ ଦିବସ। ଏହି ଅବସରରେ ଉତ୍କଳ ହସ୍ପିଟାଲ ପକ୍ଷରୁ ଏକ ମିନି ମାରାଥନ୍ ଆୟୋଜିତ ହୋଇଛି। ବିଶ୍ୱରେ ମଧୁମେହ ପରି କିଡ଼ନୀ ଜନିତ ରୋଗ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆମର ଖରାପ ଜୀବନଶୈଳୀ ଏବଂ ଖାଇବା ଅଭ୍ୟାସ କିଡନୀ ସମ୍ବନ୍ଧୀୟ ରୋଗ ସୃଷ୍ଟି କରିଥାଏ । ଏହା ବ୍ୟତୀତ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଭଳି କେତେକ ଅନ୍ତର୍ନିହିତ ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ କିଡନୀକୁ ଖରାପ କରିପାରେ । କିଡନୀକୁ ସୁସ୍ଥ ରଖିବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପାଣି ହୋଇଥାଏ। ଯଦି ଆପଣ କମ୍ ପାଣି ପିଅନ୍ତି, ତେବେ ଏହା କିଡନୀ ଜନିତ ସମସ୍ୟା ହେବାର ଆଶଙ୍କାକୁ ବଢାଇଥାଏ । ତେବେ କିଡନୀ ଷ୍ଟୋନରୁ ରକ୍ଷା ପାଇବା ପାଇଁ ପ୍ରଚୁର ପାଣି ପିଇବା ସର୍ବୋତ୍ତମ ଉପାୟ ବୋଲି ବିବେଚନା କରାଯାଏ । ପ୍ରତିଦିନ ୧୦ରୁ ୧୨ ଗ୍ଲାସ ପାଣି ପିଇବା ଅତ୍ୟନ୍ତ ଆବଶ୍ୟକ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories