www.samajalive.in
Sunday, December 7, 2025
14.1 C
Bhubaneswar

ବେଦାନ୍ତ ହସ୍ପିଟାଲରେ ବିଶ୍ୱ ଯକ୍ଷ୍ମାଦିବସ ପାଳିତ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ହସ୍ପିଟାଲ ପରିସରରେ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି। ଏଥିରେ ଲାଞ୍ଜିଗଡ ସରପଞ୍ଚ ସରସ୍ୱତୀ ମୁଣ୍ଡା, ବେଦାନ୍ତ ହସ୍ପିଟାଲ ମେଡିକାଲ ଅଫିସର ଡା. ପ୍ରଶାନ୍ତ ପରମାଣିକ, ଶିଶୁରୋଗ ବିଶେଷଜ୍ଞ ଡ. ଗୀତାଞ୍ଜଳି ଦେଇ, ବେଦାନ୍ତ ଲିମିଟେଡ ଡେପୁଟି ସିଏସ୍‌ଆର୍ ହେଡ୍ ସାନୀନ ଏନ୍‌ଏସ୍‌, କବିତା ସାହୁ, ବଣ୍ଟିରାଣୀ ପାଟଗିରି, ଶ୍ରୀମୁଖ ଅଗସ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ବେଦାନ୍ତ ହସ୍ପିଟାଲର ମୁଖ୍ୟ ପରିଚାଳନା ଅଧିକାରୀ ଅମର କୁମାର ମହାନ୍ତିଙ୍କ ତତ୍ୱାବଧାନରେ ବେଦାନ୍ତ ଲିମିଟେଡ ସିଏସଆର୍ ବିଭାଗ ଓ ବେଦାନ୍ତ ହସ୍ପିଟାଲ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories