www.samajalive.in
Monday, December 15, 2025
15.1 C
Bhubaneswar

ବିଶ୍ବ ଟେଲିଭିଜନ ଦିବସ

କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ ନଭେମ୍ବର ୨୧ତାରିଖକୁ ଆନୁଷ୍ଠନିକ ଭାବେ ଟେଲିଭିଜନ ଦିବସ ପାଳନ କରିବାକୁ ଘୋଷଣା କଲା। ଜନ୍ ବେଆର୍ଡ ୧୯୨୫ ଅକ୍ଟୋବର ୨ରେ ଟେଲିଭିଜନ ମାଧ୍ୟମରେ ପ୍ରଥମେ ଚିତ୍ର ପ୍ରସାରଣ ଆରମ୍ଭ କରିଥିଲେ। ସର୍ବେକ୍ଷଣରୁ ଜଣାପଡ଼ିଛି, ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ତୁଳନାରେ ବୟସ୍କ ଅଧିକ ସଂଖ୍ୟାରେ ଟିଭି ଦେଖୁଛନ୍ତି। ବୟସ୍କ ପୁରୁଷମାନେ ସମ୍ବାଦ ଦେଖିବାକୁ ପସନ୍ଦ କରୁଥିବାବେଳେ ମହିଳାମାନେ ଧାରାବାହିକ ପ୍ରତି ଆକୃଷ୍ଟ। ବିଶ୍ବରେ ଆମେରିକା ବାସିନ୍ଦା ସବୁଠୁ ଅଧିକ ସମୟ ଟିଭି ଦେଖୁଥିବା ଜଣାପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories