www.samajalive.in
Sunday, December 7, 2025
13.1 C
Bhubaneswar

ବିଶ୍ବର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ, ବୟସ ୧୧୬ ବର୍ଷ

ଟୋକିଓ: ବିଶ୍ବର ବୟୋଜ୍ୟେଷ୍ଠ ବ୍ୟକ୍ତିିଭାବେ ମାନ୍ୟତାଲାଭ କରିଥିବା ଜାପାନୀ ମହିଳା ତୋମିକୋ ଇତୁକାଙ୍କର ଡିସେମ୍ବର ୨୯ରେ ପରଲୋକ ଘଟିଛି। ତାଙ୍କୁ ୧୧୬ ବର୍ଷ ବୟସ ହୋଇଥିଲା। ଗତବର୍ଷ ଅଗଷ୍ଟରେ ସ୍ପେନର ମାରିଆ ବ୍ରାଏନାସ ମୋରେରାଙ୍କ  ପରଲୋକ ପରେ ତୋମିକୋ ବିଶ୍ବର ବୟୋଜ୍ୟେଷ୍ଠ ବ୍ୟକ୍ତିର ମାନ୍ୟତା ହାସଲ କରିଥିଲେ। ତୋମିକାଙ୍କର ୪ ସନ୍ତାନ ଓ ୫ ନାତି ନାତୁଣୀ ରହିଛନ୍ତି। ତୋମିକା ୧୯୦୮ ମେ’ ୨୩ରେ ଜାପାନର ଓସାକା ସହରରେ ଜନ୍ମଗ୍ରହଣ କରିଥିଲେ। ଦୁଇଟି ବିଶ୍ବଯୁଦ୍ଧ ଏବଂ କରୋନା ଭଳି ମହାମାରୀର ଭୟାବହତାକୁ ଅନୁଭବ କରିଥିବା ତୋମିକୋ ସୁସ୍ଥ ଓ ନିରାମୟ ଜୀବନ ପାଇଁ ଶାକାହାରୀ ଭୋଜନକୁ ଶ୍ରେୟ ଦେଇଆସୁଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories