www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟସଭାରେ ଶପଥ ଗ୍ରହଣ କଲେ ବିଜେଡିରୁ ନିର୍ବାଚିତ ୩ ପ୍ରାର୍ଥୀ

ନୂଆଦିଲ୍ଲୀ: ବିଜେଡିର ୩ ଜଣ ନିର୍ବାଚିତ ହୋଇଥିବା ପ୍ରାର୍ଥୀ ଆଜି ରାଜ୍ୟସଭାରେ ଶପଥ ଗ୍ରହଣ କରିଛନ୍ତି । ସୌମ୍ୟରଞ୍ଜନ ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଚ୍ୟୁତ ସାମନ୍ତଙ୍କୁ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମଙ୍ଗଳବାର ସାଂସଦ ଏ.ଭି ସ୍ୱାମୀ, ଏ.ୟୁ ସିଂହଦେଓ ଓ ଦିଲ୍ଲୀପ ତିର୍କୀଙ୍କ କାର୍ୟ୍ୟକାଳ ଶେଷ ହୋଇଛି । ପୂର୍ବରୁ ସୌମ୍ୟରଂଜନ କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ଆସନରୁ ନିର୍ବାଚନ ଲଢ଼ି ଲୋକସଭାକୁ ଯାଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories