www.samajalive.in
Sunday, December 14, 2025
17.1 C
Bhubaneswar

ଭୁଲ୍‍ ଇଞ୍ଜେକସନ ଦେଲେ ନର୍ସ, ଚାଲିଗଲା ୫ ରୋଗୀଙ୍କ ଜୀବନ!

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ସହିଦ ଲକ୍ଷଣ ନାୟକ ମେଡିକାଲରେ ରୋଗୀ ମୃ୍‍ତ୍ୟୁ ନେଇ ଉତ୍ତେଜନା ଦେଖାଦେଇଛି । ନର୍ସ ଭୁଲ ଇଞ୍ଜେକସନ ଦେଇଥିବାରୁ ଗୋଟିଏ ରାତିରେ ୫ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଆଇସିୟୁରେ ୩ଜଣ ଏବଂ ୱାର୍ଡରେ ୨ରୋଗୀଙ୍କ ମୃତ୍ୟୁ ହୋଇôଥବା ସୂଚନା ମିଳିଛି ।

ସୂଚନା ଅନୁସାରେ କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟ ଓ ସର୍ଜରୀ ବେଡରେ ଭର୍ତ୍ତି ହୋଇଥିଳେ । ଇଞ୍ଜେକସନ ଦେବାର ୧୫ମିନିଟ ଭିତରେ ଆଇସିୟୁରେ ୩ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗ ପରେ ପୁଲିସ ପହଞ୍ଚି ତଦନ୍ତ କରୁଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories