www.samajalive.in
Sunday, December 7, 2025
16.1 C
Bhubaneswar

ଚେନ୍ନାଇରେ ପହଞ୍ଚିଲେ ଚୀନ ରାଷ୍ଟ୍ରପତି

ଚେନ୍ନାଇ: ଚୀନ ରାଷ୍ଟ୍ରପତି ଶି ଜିନପିଙ୍ଗ ୨ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଚେନ୍ନାଇରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୧ଟା ୪୦ରେ ସେ ଚେନ୍ନାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏଥିପାଇଁ ବିଶେଷ ଭାବେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସ୍ବାଗତ ପରେ ଜିନପିଙ୍ଗ ମାମଲାପୁରମ ଅଭିମୁଖେ ବାହାରିବେ।

ଜିନପିଙ୍ଗ ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଚେନ୍ନାଇରେ ରହିବେ। ଏହି ସମୟରେ ସେ ମହବଲୀପୁରମ, ମାମଲାପୁରମ ସମେତ ବିଭିନ୍ନ ସ୍ଥାନ ପରିଦର୍ଶନ କରିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ୨ଟି ଅନୌପଚାରିକ ବୈଠକରେ ସାମିଲ ହେବେ। ଜିନପିଙ୍ଗ ଚେନ୍ନାଇରେ ପହଞ୍ଚିବା ପୂର୍ବରୁ ଶୁକ୍ରବାର ପୂର୍ବାହ୍ନରେ ମୋଦୀ ଚେନ୍ନାଇରେ ପହଞ୍ଚିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories