www.samajalive.in
Sunday, November 16, 2025
15.1 C
Bhubaneswar

ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ଭୁବନେଶ୍ବର : ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢିଲା । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଲେ ରାଜ୍ୟ ସରକାର । ସର୍ବନିମ୍ନ ୨ ବର୍ଷ କାର୍ଯ୍ୟ କରିବା ନେଇ କାର୍ଯ୍ୟକାଳ ବଢାଯାଇଛି । ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories