www.samajalive.in
Saturday, December 6, 2025
14.1 C
Bhubaneswar

ସଲମାନଙ୍କୁ Y+ ସୁରକ୍ଷା

ମୁମ୍ବାଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବଢାଇ ଦିଆଯାଇଛି ଓ ଏବେ ତାଙ୍କୁ ମୁମ୍ବାଇ ପୁଲିସ ପକ୍ଷରୁ ୱାଇ ପ୍ଲସ୍‌ ସୁରକ୍ଷା ପ୍ରଦାନ କରାଯିବ। କିଛି ଦିନ ତଳେ ଅଭିନେତାଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା, ଯାହାପରେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି।

ସୂଚନାଯୋଗ୍ୟ ଯେ, ସଲମାନଙ୍କ ପିତା ସଲିମ ଖାନ୍ ତାଙ୍କ ପ୍ରାତଃ ଭ୍ରମଣ ପରେ ବାନ୍ଦ୍ରା ବ୍ୟାଣ୍ଡଷ୍ଟାଣ୍ଡରେ ଏକ ବେଞ୍ଚରେ ବସିଥିଲେ। ସେହି ସମୟରେ ଜଣେ ଅଜ୍ଞାତ ବ୍ୟକ୍ତି ସେଠାରେ ଏକ ଚିଠି ରଖିଥିଲେ, ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିଲା।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories