www.samajalive.in
Sunday, December 14, 2025
19.1 C
Bhubaneswar

ୟାମୀଙ୍କୁ ସମ୍ମାନିତ କଲେ ବିଏସ୍‍ଏଫ୍‍ ଅଧିକାରୀ

ନୂଆଦିଲ୍ଲୀ : ବଲିଉଡ଼ ଅଭିନେତ୍ରୀ ୟାମୀ ଗୌତମଙ୍କୁ ଅମୃତସର ଠାରେ ବିଏସ୍‍ଏଫର ବରିଷ୍ଠ ଅଧିକାରୀମାନେ ସମ୍ମାନିତ କରିଛନ୍ତି। ‘ଉରୀ-ଦି ସର୍ଜିକାଲ ଷ୍ଟ୍ରାଇକ୍‍’ ଚଳଚ୍ଚିତ୍ରରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ତାଙ୍କୁ ମାନପତ୍ର ସହ ସମ୍ମାନିତ କରାଯାଇଛି।

ଚଳଚ୍ଚିତ୍ରରେ ଭିକି କୌଶଲ ଓ ୟାମୀ ଗୌତମଙ୍କ ଅଭିନୟକୁ ସବୁ ମହଲରେ ପ୍ରଶଂସା କରାଯାଉଥିବା ଜଣାପଡ଼ିଛି। ଦେଶଭକ୍ତି ଭରା ଏଭଳି ଏକ ମନଛୁଆଁ ଚଳଚ୍ଚିତ୍ର ଭେଟି ଦେଇଥିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଭିକି କୌଶଲ ଓ ୟାମୀ ଗୌତମଙ୍କ ସମେତ ଚଳଚ୍ଚିତ୍ରର ସମ୍ପୂର୍ଣ୍ଣ ଟିମ୍‍ ସହ ଦିଲ୍ଲୀରେ ସାକ୍ଷାତ କରିଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories