୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଢିବ ତାପମାତ୍ରା

ଭୁବନେଶ୍ବର : ଗ୍ରୀଷ୍ମପ୍ରବାହ ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।  କଟକ, ନୟାଗଡ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି । ବିଶେଷ କରି ଉପକୂଳ ଓଡିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ଆକଳନ କରାଯାଇଛି । କହିରଖୁଛୁ … Continue reading ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଢିବ ତାପମାତ୍ରା