www.samajalive.in
Sunday, December 14, 2025
19.1 C
Bhubaneswar

ଦେଶର ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ଆସନ୍ତାକାଲି ପାଳନ ହେବ ଯୋଗ ଦିବସ

ଦେଶର ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ଆସନ୍ତାକାଲି ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏଥିପାଇଁ ଶୀର୍ଷକ ରହିଛି “ଯୋଗ ସହ ରୁହନ୍ତୁ, ଘରେ ରୁହନ୍ତୁ” ବା “Be with Yoga, Be at Home”। ସୁସ୍ଥ ଜୀବନଶୈଳୀ ପାଇଁ ଘରେ ରହି ଯୋଗାଭ୍ୟାସ କରିବା ସକାଶେ ଏହି ଶୀର୍ଷକ ଲୋକମାନଙ୍କୁ ଅନୁପ୍ରାଣିତ କରୁଛି।
ବିଶ୍ୱବିଦ୍ୟାଳୟ ମଞ୍ଜୁରି କମିଶନ୍‍ -ୟୁଜିସି  ପକ୍ଷରୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକର ଛାତ୍ରଛାତ୍ରୀ, ଶିକ୍ଷକ, ଅଧିକାରୀ ଓ କର୍ମଚାରୀମାନଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ୪୫ ମିନିଟ୍‍ ପର୍ଯ୍ୟନ୍ତ ଯୋଗାଭ୍ୟାସ କରିବା ପାଇଁ ସେମାନଙ୍କୁ ପରାମର୍ଶ ଦିଆଯାଇଛି। ଯୋଗକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ଭାବେ ଗ୍ରହଣ କରିବା ପାଇଁ ଅନ୍‍ଲାଇନ୍‍ ଜରିଆରେ ପ୍ରତିଜ୍ଞା କରିବା ସଙ୍ଗେ ସଙ୍ଗେ ମାନସିକ ଚାପମୁକ୍ତ ଓ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଯୋଗାଭ୍ୟାସ କରିବାକୁ ୟୁଜିସି ପକ୍ଷରୁ ପରାମର୍ଶ ଦିଆଯାଇଛି

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories