www.samajalive.in
Saturday, December 6, 2025
15.1 C
Bhubaneswar

ଚିଲିକାରେ ଯୋଗୀ ଆଦିତ୍ୟନାଥ: ଡବଲ ଇଞ୍ଜିନ ସରକାର ଆସିଲେ ବୁଲେଟ ଟ୍ରେନ ଭଳି ବିକାଶ ହେବ

ଚିଲିକା: ଓଡ଼ିଶାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭୁବନେଶ୍ୱରରେ ପହଂଚିବା ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇ ଆୟୋଜିତ ନିର୍ବାଚନୀ ସଭାରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛନ୍ତି ଯୋଗୀ । ୟୁପିରେ ଡବଲ ଇଞ୍ଜିନ ସରକାରକୁ କିଭଳି ଲାଭ ମିଳିଛି ତାହା ବଖାଣିଛନ୍ତି ଯୋଗୀ । ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ ଏଠାରେ ମଧ୍ୟ ଡବଲ ଇଞ୍ଜିନ ସରକାର ହେଉ । ଓଡ଼ିଶାରେ ନବୀନ ସରକାର ମୋଦୀଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରୁନାହାଁନ୍ତି । ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ଚିଲିକା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ବିପୁଳ ଭୋଟରେ ବିଜୟ କରିବାକୁ ଆହ୍ୱାନ ଦେଇଛନ୍ତି ଯୋଗୀ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ବିକାଶ ବୁଲେଟ ଟ୍ରେନ ଭଳି ହେବ ବୋଲି ଯୋଗୀ କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories