www.samajalive.in
Sunday, December 7, 2025
14.1 C
Bhubaneswar

ପିପିଲି ପୁଲିସର ଦବଙ୍ଗଗିରି: ବିଚ୍ ରାସ୍ତାରେ ଯୁବକଙ୍କୁ ନିସ୍ତୁକ ମାଡ, ଭିଡିଓ ଭାଇରାଲ୍

ପୁରୀ: ପିପିଲି ପୁଲିସର ଦବଙ୍ଗଗିରି। ବିଚ୍ ରାସ୍ତାରେ ପୁଲିସ ଜଣେ ଯୁବକଙ୍କୁ ନିସ୍ତୁକ ମାଡ ମାରୁଥିବାର ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି। ଭିଡିଓଟିରେ ଜଣେ ପୁଲିସ ବାବୁ ଯୁବକଙ୍କୁ ମାଡ ମାରୁଥିବାବେଳେ ଅନ୍ୟ ଦୁଇ ଜଣ  ମାଡ ଖାଉଥିବା ଯୁବକଙ୍କର ଦୁଇ ହାତକୁ ଧରିଥିବାର ଦେଖିବାକୁ ମିଳିଛି। ମାଡ ଖାଉଥିବା ଯୁବକ ଜଣକ ପିପିଲି ହସନପୁର ଗାଁର ନୃସିଂହ ପ୍ରଧାନ ବୋଲି ଜଣାପଡିଛି। ତେବେ ପୁଲିସର ଏଭଳି ଦବଙ୍ଗଗିରିକୁ ନେଇ ସାରା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ସେପଟେ ଘଟଣାକୁ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ପୁଲିସ ବାବୁଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories