www.samajalive.in
Monday, December 15, 2025
24.1 C
Bhubaneswar

ଯୁବକଙ୍କ ଆତ୍ମହତ୍ୟା

ପାଟଣା: ପାଟଣା ଥାନା ଅନ୍ତର୍ଗତ ଟାଙ୍ଗରପଡା ପଞ୍ଚାୟତ ଗାଲଫୁଲା ଗ୍ରାମର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଯୁବକଙ୍କ ନାମ ହେଉଛି ସୁରେଶ ନାଏକ(୩୫)। ଶନିବାର ବିଳମ୍ବିତ ରାତିରେ ସେ ଘର ନିକଟରେ ଥିବା ଏକ ଗୁଳୁଚି ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବରପାଇ ପାଟଣା ଥାନା ଏଏସଆଇ ନୂଆସ ଲୁଗୁନ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ମୃତହେଦକୁ ଜବତ କରି ବ୍ୟବଚ୍ଛେଦ କରାଇଛନ୍ତି। ଏ ନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା(୩୮/୨୦୨୪) ରୁଜୁ ହୋଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories