ଭୁବନେଶ୍ବର: ବାଲିଅନ୍ତା ଥାନା ବାଳକାଟିରେ ଅଭାବନୀୟ ଘଟଣା ଘଟିଛି। ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି। ଠାକୁରଙ୍କ ପ୍ରୋସେସନ ବେଳେ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



