www.samajalive.in
Sunday, December 7, 2025
23.1 C
Bhubaneswar

ପାକିସ୍ତାନ ଜିନ୍ଦାବାଦ କହି ଛେଚା ଖାଇଲେ ଯୁବକ

ନୂଆଦିଲ୍ଲୀ: ପଶ୍ଚିମ ଦିଲ୍ଲୀରେ ଜଣେ ଯୁବକ ପାକିସ୍ତାନ ଜିନ୍ଦାବାଦ କହି ଛେଚା ଖାଇଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୁଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା କରି ଛାଡ଼ିଦେଇଛି। ସୂଚନା ଅନୁଯାୟୀ, ଯୁବକ ଜଣକ ନିଜ ବାଲକୋନୀରେ ଛିଡ଼ା ହୋଇ ପାକିସ୍ତାନ ଜିନ୍ଦାବାଦ ନାରା ଦେଉଥିଲେ। ସ୍ଥାନୀୟ ଲୋକମାନେ ଏହା ଶୁଣିବା ପରେ ପ୍ରଚଣ୍ଡ ରାଗିଯାଇଥିଲେ। ସେମାନେ ତାଙ୍କ ନିକଟକୁ ଯାଇ ଏଭଳି କରିବାକୁ ବାରଣ କରିଥିଲେ। କିନ୍ତୁ ସମ୍ପୃକ୍ତ ଯୁବକ ଅଧିକ ଜୋରରେ ପାଟି କରି ପାକିସ୍ତାନ ଜିନ୍ଦାବାଦ କହିଥିଲେ। ଏହା ପରେ ଲୋକମାନେ  ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏପରି କି ମାଡ଼ ମରାଯିବାର ଦୃଶ୍ୟକୁ ରେକର୍ଡ କରି ଭାଇରାଲ କରିଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories