www.samajalive.in
Saturday, December 6, 2025
15.1 C
Bhubaneswar

ଜିଅନ୍ତା ଜଳିଗଲେ ଯୁବକ

କରଞ୍ଜିଆ: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅନ୍ତର୍ଗତ ସିଙ୍ଗଡା ବଡବିଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ୧୧କେ.ଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଯାଇଛନ୍ତି ଜଣେ ଯୁବକ । ମୃତ ଯୁବକ ଜଣକ ସେହି ଗାଁର ୨୭ବର୍ଷିୟ ନରହରି ମହାନ୍ତ । ଶନିବାର ସକାଳେ ନରହରି ୧୧କେ.ଭି ବିଦ୍ୟୁତ ଖୁଣ୍ଟରେ ଚଢିଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଯାଇଥିଲେ । ଘଟଣା ସ୍ଥଳରେ ଅଗ୍ନିଶମ ବାହିନ ପହଂଚି ଯୁବକଙ୍କୁ ଉଦ୍ଧାର କରିଥିଲା । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories