www.samajalive.in
Monday, December 8, 2025
27.1 C
Bhubaneswar

ପରଲୋକରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନା

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ୪୪ ବର୍ଷ ବୟସରେ ଆଜି ପରଲୋକ ଘଟିଛି । ଏନେଇ ତାଙ୍କ ସାନ ଭାଇ ସୂଚନା ଦେଇଛନ୍ତି । ଦୀର୍ଘ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହେବା ପରେ ସେ ହାଇଦ୍ରାବାଦର ଏକ ହସ୍ପିଟାଲରେ ଚିକିସôିତ ହେଉଥିଲେ । କିଛି ଦିନ ହେବ ତାଙ୍କୁ ଭେଣ୍ଟିଲେଟରେ ରଖାଯାଇଥିଲା । ମାତ୍ର ଆଜି ତାଙ୍କର ଦେହାନ୍ତ ହୋଇଛି । ଏହି ଖବର ଜଣାପଡିବା ପରେ ସମଗ୍ର ମହଲରେ ଶୋକର ବାତାବରଣ ସୃଷ୍ଟି ହୋଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories