www.samajalive.in
Friday, December 5, 2025
26.1 C
Bhubaneswar

ରେଳଷ୍ଟେସନ ସମ୍ମୁଖରେ ଯୁବକଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଲିଙ୍ଗରାଜ ରେଳଷ୍ଟସନ ସମ୍ମୁଖରେ ଯୁବକଙ୍କ ମୃତଦେହ ପଡି ରହିଥିବା ଦେଖି ପୁଲିସକୁ ଖବର ଦିଆଯାଇଥିଲା । ମୃତ ଯୁବକ ଜଣକ ହେଲେ ଭୀମଟାଙ୍ଗୀ ଖଣ୍ଡୁଆଳ ସାହିର ସନାତନ ରାଉତ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ କହେି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରିଛନ୍ତି ପରିବାର ଲୋକ । ଗତକାଲି ରାତିରେ ସନାତନ ଷ୍ଟେସନ ଆସିଥିଲେ ହେଲେ ଆଉ ଫେରିଲେନି । ଏୟାରଫିଲ୍ଡ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଛାନଭିନ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories