ସମାଜ ଡିଜିଟାଲ ଡେସ୍କ: ଦିଗପହଣ୍ଡି ଭୀଷ୍ମଗିରି ଗାଁରେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମଦ୍ୟପାନ ପରେ ବଚସାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରି ତଦନ୍ ଆରମ୍ଭ କରିଛି ପୁଲିସ ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!