www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ସଦସ୍ୟ

ବାଙ୍କି: ହରିରାଜପୁର ନୂଆସାହି କ୍ଲବଘର ବାହାରେ ପଡିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ। କୋଠଘର ବାହାରେ ମୃତଦେହ ପଡି ରହଇଥିବା ବେଳେ ତା ପାଖରେ ପଡିରହିଛି ଖଣ୍ଡା, ମୋବାଇଲ୍‌‌ ଓ ଚପଲ। ମୃତ ଯୁବକ ଗ୍ରାମର ଶୀତଲ ସାହୁ ବୋଲି ସୂଚନା ମିଳିଛି। ଯୁବକଙ୍କୁ କେହି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। କୋଠଘର ଭିତରେ ମଧ୍ୟ ଜଣଙ୍କର ମୃତଦେହ ପଡିଥିବା ସନ୍ଦେହ କରାଯାଉଛି। ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ କରୁଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories