www.samajalive.in
Friday, December 5, 2025
26.1 C
Bhubaneswar

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଲମତାପୁଟ: କୋରାପୁଟ ଲମତାପୁଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତାରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଉ ଦୁଇ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମାଛକୁଣ୍ଡ ଥାନା ପୁଲିସ କାଡାମ ଛକ ନିକଟରୁ ମୃତଦେହ ଉଦ୍ଧାର କରିଛି। କିଛି ଦୁର୍ବୁତ୍ତ ୩ଜଣଙ୍କୁ ଆକ୍ରମଣ କରିଥିବା ଜଣେ ଆହତଙ୍କ ପକ୍ଷରୁ ସୂଚନା ମିଳିଛି। ୩ ଜଣ ବାଇକରେ ଯାଉଥିବାବେଳେ ଠେଙ୍ଗାରେ ଆକ୍ରମଣ କରିଥିବା ସୂଚନା ମିଳିଛି। ସେପଟେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ପରିବାର ଲୋକ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories