www.samajalive.in
Saturday, December 6, 2025
14.1 C
Bhubaneswar

ଘରେ ପଶି ଯୁବକଙ୍କୁ ହତ୍ୟା: କାରଣ ଅସ୍ପଷ୍ଟ, ପୁଲିସର ତଦନ୍ତ ଜାରି

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ଥାନା ପାଣ୍ଡିଆ ତନ୍ଦରା ସାହିରେ ବିଭତ୍ସ ହତ୍ୟାକାଣ୍ଡ। ଘରେ ଶୋଇଥିବା ସମୟରେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁବୁର୍ତ୍ତ। ମୃତକ ସେହି ଗାଁର ମୂରଲି ବଡତିଆ ବୋଲି ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଖବର ପାଇ ପୁରୁଷୋତ୍ତମପୁର ପୁଲିସ୍ ପହଞ୍ଚି ତଦନ୍ତ ଚଳାଇଛି। ତେବେ କିଏ ଏବଂ କାହିଁକି ତାଙ୍କୁ ହତ୍ୟା କଲା। ତାର କାରଣ ଅସ୍ପଷ୍ଟ ରହିଛି। ଦୁଇ ଦିନ ତଳେ ଗାଁରେ ଦଣ୍ଡ ନାଚ ସମୟରେ ହୋଇଥିବା ଗଣ୍ଡଗୋଳ କାରଣକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories