www.samajalive.in
Saturday, December 13, 2025
21.1 C
Bhubaneswar

ମାଛ ଧରି ଯିବା ହେଲା କାଳ, ପାଣିରେ ବୁଡି ଯୁବକ ମୃତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ତଳଗାଁ ଗ୍ରାମର ଜନୈକ ବ୍ୟକ୍ତି ଦମ୍ମକୁଜ ଡ୍ୟାମକୁ ମାଛ ଧରିବାକୁ ଯାଇ ପାଣିରେ ବୁଡି ପ୍ରାଣ ହରାଇଥିବା ଜଣାପଡିଛି । ସୂଚନାନୁସାରେ ତଳଗାଁ ଗ୍ରାମର ମହଞି ବେହେରା ଦମ୍ମକୁଜ ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ। ତେବେ ଅସାବଧାନତା ହେତୁ ମହଞି ପାଣିରେ ବୁଡି ଯାଇଥିଲେ। ଘର ଲୋକଙ୍କ ସହ ଗ୍ରାମବାସୀ ବହୁ ଖୋଜାଖୋଜି ପରେ ମଧ୍ୟ ମହଞିଙ୍କୁ ପାଇ ନଥିଲେ। ଶେଷରେ ଚାରିଛଜ ଦମକଳକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଦୀର୍ଘ ୮ ଘଣ୍ଟା ପରିଶ୍ରମ ପରେ ଡ୍ୟାମ ଭିତରୁ ଶବ ମିଳିଥିଲା । ଏନେଇ ହରଭଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଶବ ବ୍ୟଛଦ ପାଇଁ ବୌଦ୍ଧ ପଠାଇ ଥିବା ଜଣାପଡିଛି।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories