www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ମୁକୁଳା ଡ୍ରେନରେ ପଡ଼ି ଯୁବକଙ୍କ ମୃତ୍ୟୁ

କଟକ: ପୁଣି ମୁକୁଳା ଡ୍ରେନ ନେଲା ଜୀବନ। କଟକ ନୂଆବଜାର ମହିମା ନଗରରେ ଅଭାବନୀୟ ଘଟଣା ଘଟିଛି।  ଜଣେ ବ୍ୟକ୍ତି  ମୁକୁଳା ଡ୍ରେନରେ ପଡି ମୃତ୍ୟୁବରଣ କରିଛନ୍ତି। ମୃତ ବ୍ୟକ୍ତି ଜଣକ ଯାଜପୁରର ହୋଇଥିବାବେଳେ ସେ କଟକରେ ରହି ରାଜମିସ୍ତ୍ରୀ ଭାବେ କାମ କରୁଥିଲେ। ଆଜି ସକାଳୁ ଡ୍ରେନରେ ମୃତଦେହ ଭାସୁଥିବାର ଦେଖି କିଛି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି। ଦୀର୍ଘ ମାସେ ହେବ ଡ୍ରେନ୍ ସ୍ଲାବ୍ ଖୋଲି ଠିକାଦାର ଛୁ ମାରିଛି । ଏ ନେଇ ବାରମ୍ବାର ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି । ହେଲେ କିଛି ସୁଫଳ ମିଳିନି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।

 

- Advertisement -

 

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories