www.samajalive.in
Wednesday, December 10, 2025
26.1 C
Bhubaneswar

ବଜ୍ରପାତରେ ଯୁବ ଚାଷୀଙ୍କ ମୃତ୍ୟୁ

ବାଲେଶ୍ବର : ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ସିଆଁରୋଇ ପଞ୍ଚାୟତରେ ବଜ୍ରପାତରେ ସୋମବାର ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଛି । ଏହି ପଞ୍ଚାୟତର  କଲ୍ୟାଣପୁର ଗ୍ରାମର ସୁଜୟ କୁମାର ଦାସ(୩୫) ବିଲରେ ତଳି ରୋଉଥିବା ବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଯାହାକୁ ନେଇ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories