www.samajalive.in
Monday, December 15, 2025
14.1 C
Bhubaneswar

ଡାକ୍ତରଖାନା ଯିବା ବାଟରେ ଗୁରୁତର ଯୁବକଙ୍କ ମୃତ୍ୟୁ

ଫୁଲବାଣୀ : ଫିରିଙ୍ଗିଆ ବ୍ଲକ ରତଙ୍ଗ ପଞ୍ଚାୟତର ପଣସ ପଦା ସାହିର ଘର ଭିତରୁ ଜଣେ ଯୁବକ କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ଯୁବକଙ୍କର ମୃତ୍ୟୁ ହୋଇଛି ।   ଯୁବକଙ୍କୁ ଚିକିତ୍ସା ପାଇଁ   ଫିରିଙ୍ଗିଆ ମେଡିକାଲ୍  ନେଉଥିବା ବେଳେ ମେଡିକାଲ୍ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ।

ଯୁବକ ଜଣଙ୍କ ଘରେ ଗୁରୁତର ଅବସ୍ଥାରେ ପଡିଥିଲେ । କିଛି ସ୍ଥାନୀୟ ଲୋକ ଏବଂ ପରିବାରର ସଦସ୍ୟ ଯୁବକ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ । ହେଲେ ସେଠାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଥିଲା । ପୁଲିସ ଖବର ପାଇଁ ଘଟଣାସ୍ଥଳ ପହଞ୍ଚି ଶବକୁ ଜବତ କରି ଏହାର ତଦନ୍ତ କରୁଛି । ତେବେ ମୃତ୍ୟୁର ପ୍ରକୃତ ଜଣା ପଡି ନଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ପୁଲିସ ଅପେକ୍ଷା କରିଛି ।

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories