www.samajalive.in
Friday, December 12, 2025
16.1 C
Bhubaneswar

ଆଜିଠୁ ଅନଲାଇନରେ ପଢ଼ିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ୱର: ଆଜିଠୁ ଅନଲାଇନରେ ପାଠ ପଢ଼ିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକୁ ବନ୍ଦ କରିଦିଆଯାଇଛି । ତେଣୁ ପିଲାମାନଙ୍କ ପାଠପଢ଼ା ଅନଲାଇନରେ କରାଯିବ । ଆଜିଠୁ ୟୁଟ୍ୟୁବ୍‍ ମାଧ୍ୟମରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର‌୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ୍ କ୍ଲାସ ଆରମ୍ଭ ହେବ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବା ଡିଇଓଙ୍କୁ ଓଏସଇପିଏ ପକ୍ଷରୁ ପଦକ୍ଷେପ ନେବାକୁ କୁହାଯାଇଛି । ନିର୍ଦ୍ଦେଶ ଅନୁଯାୟୀ, ସୋମବାରରୁ ଶୁକ୍ରବାର ଯାଏ ଅନଲାଇନରେ ପିଲାମାନେ ପାଠପଢ଼ିବେ । ଅପ୍ତାହକୁ ୫ ଦିନ ଅନଲାଇନ୍‍ କ୍ଲାସ୍‍ ହେବାକୁ ଥିବା ବେଳେ, କ୍ଲସ୍ର ଲାଇଭ୍ ଷ୍ଟ୍ରିମିଂର ଲିଙ୍କ୍ ଗୋଟିଏ ଦିନ ପୂର୍ବରୁ ସନ୍ଧ୍ୟା ୫ ଟା ସମୟ ମଧ୍ୟରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଦାନ କରାଯିବ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories