www.samajalive.in
Thursday, December 11, 2025
16.1 C
Bhubaneswar

ସ୍ୱାଦିଷ୍ଟ ରୁଟି ଛଣା

ସିମଲା ଲଙ୍କା – ୨ଟି
ଗାଜର – ୧ଟି
ବନ୍ଧାକୋବି – ଅଳ୍ପ
ପିଆଜ – ୧ଟି
ରସୁଣ – ୨ଟି
ଅଦା – ଛୋଟ ଖଣ୍ଡେ
ବାସି ରୁଟି – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ଚିନି – ଅଳ୍ପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଟମାଟୋ ସସ୍‍ – ଅଳ୍ପ
ଚିଲି ସସ୍‍
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ରୁଟି ସରୁ ଆକାରରେ କାଟି ଦିଅନ୍ତୁ। ଗ୍ୟାସରେ ଏକ ପାତ୍ର ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ପିଆଜ, ଅଦା, ବନ୍ଧାକୋବି, ସିମଲା ଲଙ୍କା,ଗାଜର ,ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ ପକାଇ କିଛି ସମୟ ଭାଜନ୍ତୁ। ଭାଜିବା ପରେ ଲୁଣ, ଗୋଲମରିଚ ଗୁଣ୍ଡ, ସାମାନ୍ୟ ଚିନି ପକାନ୍ତୁ। ଏଥିରେ ସସ୍‍ ପକାନ୍ତୁ। ଶେଷରେ କଟା ହୋଇଥିବା ରୁଟି ଗୁଡିକୁ ଏଥିରେ ପକାଇ ଗୋଳାଇ ଦିଅନ୍ତୁ। ଏକ ପାତ୍ରକୁ କାଢି କଟା ପିଆଜ ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଥିଲା ରୁଟି ଫ୍ରାଏ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories