www.samajalive.in
Wednesday, December 10, 2025
16.1 C
Bhubaneswar

ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ ଦେଇଛନ୍ତି । ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି । ଅଧିକ ଫିଲ୍ଡ ଭିଜିଟ୍‌ କରିବାକୁ ପରାମର୍ଶ ଦେଇଛନ୍ତି । ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ କହିଛନ୍ତି । ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ସୋସିଆଲ ମିଡ଼ିଆ ଜରିଆରେ ସରକାରୀ ସୂଚନା ବ୍ୟାପକ କରନ୍ତୁ ଏବଂ ଗାଦି ମଡା ବାବୁଙ୍କୁ ଚିହ୍ନଟ କରି ବଦଳାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

 

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories