୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ନିର୍ଦ୍ଦିଷ୍ଟ ସମୟାନୁସାରେ ରାଶି ପରିବର୍ତ୍ତନ କରି ଥାନ୍ତି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଜୀବନରେ ପଡିଥାଏ । ବୁଦ୍ଧିର ଦାତା ବୁଧ ଓ ଗ୍ରହଙ୍କ ରାଜା ସୂର୍ଯ୍ୟ ଓ ସୁଖସମୃଦ୍ଧି ଦାତା ବୃହସ୍ପତି ମିଥୁନ ରାଶିରେ ରହିବେ । ଏହି ୩ଟି ଗ୍ରହ ଏକାଠି ହେବା ଦ୍ୱାରା ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବ । ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ଚମକିବ । ଏହି … Continue reading ୧୨ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ, ଏକାଠି ହେବେ ବୁଧ,ଗୁରୁ ଓ ସୂର୍ଯ୍ୟ, ଏହି ରାଶିଙ୍କ ପାଇଁ ଖୋଲିବେ ଧନର ଦ୍ୱାର, ହେବ ବିବାହ, ଅଟକି ରହବିନି କିଛି କାମ..