www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୪ ଦିନ ପରେ ଦୁର୍ଲ୍ଲଭ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, ହେବ ବିବାହ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହଙ୍କ ଚଳନ ଫଳରେ ବିଶେଷ ଯୋଗ ସୃଷ୍ଟି ହୋଇଥାଏ । ୨ କିମ୍ବା ୨ରୁ ଅଧିକ ଗ୍ରହ ଏକାଠି ହୁଅନ୍ତି, ତେବେ ତ୍ରିଗ୍ରହୀ ଓ ଚର୍ତୁଗ୍ରହୀ କିମ୍ବା ପଞ୍ଚଗ୍ରହୀ ଯୋଗ ହୋଇଥାଏ । ଏହି ଯୋଗର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ମୀନ ରାଶିରେ ୧୪ ଏପ୍ରିଲରେ ବୁଧ, ଶୁକ୍ର, ଶନି ଓ ରାହୁ ଏକାଠି ହେବେ । ଫଳରେ ଚର୍ତୁଗ୍ରହୀ ଯୋଗ ସୃଷ୍ଟି ହେବ । ଏହି ବିଶେଷ ଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନା ଭଳି ଚମକିବ । ଜାଣନ୍ତୁ..

ବୃଷ- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଆମଦାନୀରେ ଉନ୍ନତି ହେବ ଓ ନୂଆ ନୂଆ ସ୍ରୋତ ସାମ୍ନାକୁ ଆସିବ । ହଠାତ୍‌ ଧନ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଟଙ୍କା ନିବେଶ କରି ଲାଭବାନ୍‌ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଅଧିକ ମଜଭୁତ ହେବ । ପରିବାରରେ ହସଖୁସିର ବାତାବରଣ ରହିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

- Advertisement -

କର୍କଟ- ଭାଗ୍ୟର ସମ୍ପୂର୍ଣ୍ଣ ସାଥ୍‌ ମିଳିବ । ନୂଆ କାମ ଆରମ୍ଭ କରି ସଫଳ ହେବେ । ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ଧନ ଲାଭର ଯୋଗ ରହିଛି । ଯାତ୍ରାର ଯୋଗ ରହିଛି । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭଙ୍କର ।

କନ୍ୟା- ଅବିବାହିତ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହୋଇପାରେ । ବ୍ୟବସାୟରେ ଲାଭ ମିଳିବ । ଚାକିରିରେ ନୂଆ ଦାୟିତ୍ୱ ମିଳିବ । ଜୀବନରେ ସକରାତ୍ମକ ପରିବର୍ତ୍ତନ ସହ ଉନ୍ନତି ହେବ ।

ଦେଖନ୍ତୁ ଭିଡିଓ ; ମାତ୍ର ୧୫ ସେକେଣ୍ଡରେ ବୁଲେଟ୍‌ ଚୋରି କରି ଯୁବକ ଫେରାର

Hot this week

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

Related Articles

Popular Categories